Tag: BSABT

Visa Application Centre In Bhubaneswar: ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ସ୍ଥିତ ବରମୁଣ୍ଡାରେ ବିଏସ୍ଏବିଟିରେ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟିତ ହୋଇଛି । ରାଜ୍ୟରେ ସାର୍ବଜନୀନ ସେବାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ମୁଖ୍ୟମନ୍ତ୍ରୀ…