Tag: BSKY card

BSKY ଯୋଜନାକୁ ନେଇ ଆସିଲା ବଡ଼ ଖବର

ରାଜ୍ୟରେ ବଢ଼ିବ ସ୍ବାସ୍ଥ୍ୟ ବୀମା ପରିସର। ଏବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁଥିବା ବେଳେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଛି ବିଜେପି। ତେବେ ବଡ କଥା ହେଉଛି ଆଗକୁ ଆୟୁଷ୍ମାନ ଭାରତ ଲାଗୁ ହେବ…

ରାଜ୍ୟରେ ବିଏସକେୱାଇ କାର୍ଡ ଚାଲୁ ରହିଛି: ମୁଖ୍ୟ ଶାସନ ସଚିବ

ବିଜେଡି ସରକାରରୁ ଯିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବା ନେଇ ଜନ ସାଧାରଣଙ୍କ ମନରେ ବଢିଛି ଦ୍ୱନ୍ଦ । ଜନ ସାଧାରଣଙ୍କ ମନରେ ବିଏସକେୱାଇ କାର୍ଡକୁ ନେଇ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିବ :ସ୍ୱାସ୍ଥ୍ୟ ବିଭାଗ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଦେଇଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟର ରୋଗୀଙ୍କ ଚିକିତ୍ସା ପାଇଁ ଉପଲବ୍ଧ ହେଉଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜାରି ରଖାଯାଉ। ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ…

BSKY କାର୍ଡ ଉପରେ କୌଣସି ଦ୍ୱନ୍ଦ୍ୱ ସୃଷ୍ଟି ନ କରି ଚିକିତ୍ସା କରାଯାଉ: ବିଜେପି

୨୦୨୪ ନିର୍ବାଚନରେ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ଏବଂ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ…

ମନମୋହନ ସାମଲଙ୍କ ବଡ଼ ବୟାନ; ଓଡ଼ିଶାରେ ବନ୍ଦ ହୋଇଯିବ ବିଏସକେୱାଇ ଯୋଜନା

ଓଡ଼ିଶାରେ ଚଳିତବର୍ଷ ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା । ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ ଓ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ…