Tag: Budget session

Odisha Assembly: ବିଧାନସଭାର ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ; ୧୧.୩୦ ଯାଏଁ ଗୃହ ମୁଲତବୀ

ଆଜି ବିଧାନସଭାର ବଜେଟ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ। ଗୃହ ମଧ୍ୟ ଭାଗରେ ବିରୋଧୀ ସଦସ୍ୟଙ୍କ ହୋହଲ୍ଲା ଓ ନାରାବାଜି ଦେଖିବାକୁ ମିଳିଛି । ମେଡିକାଲରେ ରୋଗୀଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ହୋହଲ୍ଲା କରିଛନ୍ତି ବିରୋଧୀ । ଏଥିସହ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ…

MSME E-Parks In All Districts: ରାଜ୍ୟର ୩୦ଟି ଜିଲ୍ଲାରେ ହେବ MSME ଇ-ପାର୍କ: ଗୋକୁଳାନନ୍ଦ ମଲ୍ଲିକ

ରାଜ୍ୟର ୩୦ଟି ଜିଲ୍ଲାରେ ହେବ MSME ଇ-ପାର୍କ । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି MSME ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି ରାଜ୍ୟର ସବୁ ଜିଲ୍ଲାରେ ହେବ MSME ଇ-ପାର୍କ । ଯାହା କ୍ଷୁଦ୍ର ଏବଂ…

migrant workers: ରାଜ୍ୟରେ ବଢୁଛି ଦାଦନ ଶ୍ରମିକଙ୍କ ସଂଖ୍ୟା: ଶ୍ରମ ମନ୍ତ୍ରୀ

ରାଜ୍ୟରେ ବଢ଼ୁଛି ଦାଦନ ଶ୍ରମିକଙ୍କ ସଂଖ୍ୟା । ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି । ୨୦୨୪ରେ ରାଜ୍ୟ ବାହାରକୁ ଯାଇ କାମ କରୁଥିବା ଓଡ଼ିଆ ଦାଦନ ଶ୍ରମିକ ସଂଖ୍ୟା ୭୦,୧୪୨ ଥିଲା । ୨୦୨୫ରେ ଆର୍ଥିକ…

Odisha Assembly: ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍‌-ଟ୍ରେଜରୀ: ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ। ବିଭାଗୀୟ ମନ୍ତ୍ରୀମାନେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି। ଏହି ମଧ୍ୟରେ ଆଜି ଗୃହରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ନୂଆ ସବ୍‌-ଟ୍ରେଜରୀକୁ ନେଇ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।…

Budget Session: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ

ଆଜିଠାରୁ ଆରମ୍ଭ ହେଉଛି ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ। ପୁଣି କମ୍ପିବ ବିଧାନସଭା। ରାଜ୍ୟରେ ମହିଳା ସୁରକ୍ଷା, ବିପର୍ଯ୍ୟୟ ଆଇନ ଶୃଙ୍ଖଳା ସ୍ଥିତି, ମଣ୍ଡି ଅବ୍ୟବସ୍ଥା, ମହାନଦୀ ଜଳ ବିବାଦ ଓ ପୂର୍ବ ବଜେଟ ଅର୍ଥ ଖର୍ଚ୍ଚ ନହେବା ପ୍ରସଙ୍ଗକୁ…

Budget Session: ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର

ମାନ୍ୟବର ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନର ପ୍ରଥମ ଦିନ ଫେବୃଆରୀ ୧୭ ତାରିଖରେ ମାନ୍ୟବର ରାଜ୍ୟପାଳ ତାଙ୍କର ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ । ବର୍ଷର ପ୍ରଥମ…

Odisha Economic Survey Report: ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ; ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ

ଓଡ଼ିଶା ବିଧାନସଭାରେ ବଜେଟ ଉପସ୍ଥାପନ ହେବାର ଦିନକ ପୂର୍ବରୁ ପ୍ରକାଶ ପାଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ଏହି ରିପୋର୍ଟ ଅନୁଯାୟୀ ଜାତୀୟ ସ୍ତରଠୁ ରାଜ୍ୟର ମୁଣ୍ଡ ପିଛା ଆୟ ବୃଦ୍ଧି ପାଇଛି । ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ…

Budget Session: ବଜେଟ ରାଶି ଖର୍ଚ୍ଚ କରିପାରିନାହାନ୍ତି ଓଡ଼ିଶା ସରକାର, ବିକାଶ ହେବ କେମିତି: କଂଗ୍ରେସ

ସରକାରଙ୍କର ଅପାରଗତା, ଧାନ କିଣା ସମସ୍ୟା ଓ ଗତକାଲି ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ପ୍ରସଙ୍ଗକୁ ନେଇ ଆଜି କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ କହିଛି । ଚଳିତ ଆର୍ଥିକ ବର୍ଷ ସରିବାକୁ ମାତ୍ର ଆଉ…

Budget Session: ଦ୍ୱିତୀୟ ଦିନରେ ଚାଲିପାରିଲାନି ଗୃହ; ଆସନ୍ତାକାଲି ସକାଳ ୧୦ଟା ୩୦ଯାଏଁ ଗୃହ ମୁଲତବି

ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଚାଲିପାରିଲାନି ଗୃହ । ମାତ୍ର ୭ ମିନିଟ ହେଲା ଗୃହ କାର୍ଯ୍ୟ।ଆସନ୍ତାକାଲି ପୂର୍ବାହ୍‌ଣ ସାଢ଼େ ୧୦ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି ସୁରମା ପାଢ଼ୀ । ରାଜ୍ୟପାଳଙ୍କ ବଜେଟ୍ ଅଭିଭାଷଣ ଉପରେ ଧନ୍ୟବାଦ…

Odisha Assembly Budget Session: ବିଧାନସଭା ବଜେଟ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ 

ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତା କାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ…