ତାଜା ଖବର ରାଜ୍ୟ ରାଜ୍ୟରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ ଷଣ୍ଢ December 4, 2024 Papirani ବିଧାନସଭାରେ ଉଠିଲା ଷଣ୍ଢ ପ୍ରସଙ୍ଗ। ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟର କେଉଁ ଜିଲ୍ଲାରେ କେତେ ଷଣ୍ଢ ଅଛନ୍ତି? ସେମାନଙ୍କ ସଂଖ୍ୟା କେତେ? ଆଉ ଷଣ୍ଢ ବଂଶର ବୃଦ୍ଧି ଲାଗି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…