Tag: Bus accident

ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହି ବସ୍‌; ୩ ମୃତ, ୨୦ ଆହତ

ମୟୁରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥ ବୁଢ଼ିଖମାର ଛକ ନିକଟରେ ଆଜି ଭୋରରୁ ଯାତ୍ରୀବାହି ବସ୍‌ ଓ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି । ବସଟି ହାଇଦ୍ରାବାଦରୁ କାଶୀ ବିଶ୍ୱନାଥ ଅଭିମୁଖେ ଯାଉଥିବା ବେଳେ ଟ୍ରକକୁ ପଛରୁ ଧକ୍କା ଦେଇଛି…

ବଦ୍ରିନାଥ ଯାଉଥିବା ବେଳେ ନଦୀକୁ ଖସିଲା ତୀର୍ଥଯାତ୍ରୀ ବସ୍, ୧୨ ମୃତ ଓ ୧୪ ଗୁରୁତର

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରିଷିକେଶ-ବଦ୍ରିନାଥ ହାଇୱେ ଘାଟି ରାସ୍ତାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪…

ପର୍ଯ୍ୟଟକ ବସରେ ନିଆଁ; ୯ ଜଣ ମୃତ, ଅନେକ ଗୁରୁତର

ହରିୟାଣାର ନୁହରେ ଗତ ବିଳମ୍ବିତ ରାତି ପ୍ରାୟ ୧.୩୦ ଏକ ଭୟଙ୍କର ବସ୍‌ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଅଗ୍ନିକାଣ୍ଡରେ ଅନେକ ଲୋକ ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ମଧ୍ୟରୁ…

ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍; ୫ ମୃତ

ଯାଜପୁର: ଭାରସାମ୍ୟ ହରାଇ ଓଭରବ୍ରିଜରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଯାଜପୁର ୧୬ ନଂ ଜାତୀୟ ରାଜପଥର କୁଆଖିଆ ଥାନା ବାରବାଟି ଛକ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୫…

କଟକ ବସ୍ ‌ଦୁର୍ଘଟଣା: ଜଣେ ମୃତ, ୧୬ ଆହତ

କଟକ ଗୋପାଳପୁର ଛକରେ ‘ଚନ୍ଦନ’ ବସ୍‌ ଓଲଟିବା ଘଟଣାରେ ଜଣେ ମୃତ, ଓ ୧୬ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତ ବ୍ୟକ୍ତି ବସ୍ ର କଣ୍ଡକ୍ଟର…

ପିକନିକ ଯିବାବେଳେ ଦୁର୍ଘଟଣା: ୩ ଛାତ୍ରୀଙ୍କର ମୃତ୍ୟୁ

ନୟାଗଡ଼: ଦଶପଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ପିକନିକ ବସ ଓ ଚାଉଳ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ 3 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 5ରୁ ଅଧିକ ଗୁରୁତର ହୋଇଛନ୍ତି । ଶୁକ୍ରବାର ବିଳମ୍ୱିତ ରାତିରେ ଦଶପଲ୍ଲା ବ୍ଲକ…