Tag: bus

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…

ବିଷମକଟକ ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ଟି ବସ୍

ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଳି ପାଉଁଶ ହୋଇଯାଇଛି ୪ଟି ବସ୍। ଜଳିଯାଇଥିବ ବସ୍ ଜଣେ ମାଲିକଙ୍କର ବୋଲି ସୂଚନା ମିଳିଛି । କିନ୍ତୁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲେ…

ଝାରସୁଗୁଡ଼ାରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ

ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ…