Tag: #busaccident

ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ବସ୍

ଗଞ୍ଜାମ;ଗଞ୍ଜାମରେ ଓଲଟିଲା ପୋଲିଂ ପାର୍ଟିକୁ ନେଇ ଯାଉଥିବା ମିନି ବସ୍। ଏଥିରେ ୨ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ବେଶୀ କିଛି ଖଟି ହୋଇନାହିଁ । ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ପିତାତଳି ନିକଟରେ। ଆହତଙ୍କୁ ଚିକିତ୍ସା…