Tag: Business

ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷର

ଦୁଇଦିନବ୍ୟାପି ହୋଇଥିବା ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରେ ରାଜ୍ୟ ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି । ଏହି ଉତ୍କର୍ଷ ଓଡ଼ିଶା ନିବେଶକ ସମ୍ମିଳନୀରେ ୧୨.୮୯ ଲକ୍ଷ କୋଟି ଟଙ୍କାର…

ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ପ୍ରଥମ ଦିନରେ ୫୪ଟି ଏମଓୟୁ ସ୍ୱାକ୍ଷର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଆଜି ଉଦଘାଟନ କରିଥିବାବେଳେ ଆଜି ପ୍ରଥମ ଦିନରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ରେ ୫୪ଟି ଏମଓୟୁ ସ୍ୱାକ୍ଷରିତ ହୋଇଥିବା ଶିଳ୍ପ ସଚିବ…

୩ ଦିନରେ ଦେଢ଼ କୋଟିର ବ୍ୟବସାୟ କରିଛି ‘ବୟନିକା’

ପ୍ରବାସୀ ଭାରତୀୟ ଦିବସ ସମାବେଶ ଉପଲକ୍ଷେ ୩ ଦିନରେ ବୟନିକାର ଦେଢ଼ କୋଟିର ବ୍ୟବସାୟ ହୋଇଥିବା ଜଣାପଡ଼ିଛି । ଓଡିଶା ହସ୍ତତନ୍ତର ରୁଚିପୂର୍ଣ୍ଣ ବୁଣାଶୈଳୀ ସହ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ଝଲକ ପ୍ରବାସୀ ଭାରତୀୟ ମାନଙ୍କୁ ଆକର୍ଷିତ କରିଛି ।…

ରେପୋ ରେଟ୍‌କୁ ଅପରିବର୍ତ୍ତିତ ରଖିଲା ଆରବିଆଇ

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଗତ ୫ ତାରିଖ ଠାରୁ ଚାଲିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି (ଏମସି)ରେ…

ଏକଜିଟ୍ ପୋଲ୍ ରିପୋର୍ଟ ପରେ ରେକର୍ଡ ସୃଷ୍ଟି କଲା ସେୟାର ମାର୍କେଟ

ନିର୍ବାଚନ ଫଳଫଳ ପୂର୍ବରୁ ହୋଇଥିବା ଏକଜିଟ ପୋଲ ଆକଳନ ପରେ ପରେ ରେକର୍ଡ ସୃଷ୍ଟି କରିଛି ସେୟାର ମାର୍କେଟ । ଆଜି ବଜାର ଖୋଲିବା ମାତ୍ରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ ୨,୬୨୧.୯୮ ପଏଣ୍ଟ କିମ୍ବା ୩.୫୫ ପ୍ରତିଶତ ବୃଦ୍ଧି…

ସୁନା କିଣିବା ପୁର୍ବରୁ ଜାଣି ନିଅନ୍ତୁ କଣ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୨୧୪ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୯୮୦ ଟଙ୍କା ରହିଛି । ସେହିପରି ଆଜି…