Tag: By-Election

Nuapada By-Election: ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲା ବିଜେଡି

ନୂଆପଡ଼ା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଗଣତନ୍ତ୍ରର ମୂଲ୍ୟକୁ ଦଳିମକଚି ନିର୍ବାଚନ ପରିଚାଳନା କରୁଛନ୍ତି ବୋଲି ସଙ୍ଗୀନ ଅଭିଯୋଗ ଆଣି ଆଜି ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଛି ବିଜେଡି । ଏକ ବିରାଟ ପଟୁଆରରେ ବିଜେଡି ନେତୃବୃନ୍ଦ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

Nuapada By-Election: ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ଘରେ ପୋଲିସ ଚଢ଼ାଉ

ନୂଆପଡ଼ା ଖରିଆର୍ ରୋଡ୍‌ରେ ରହୁଥିବା ଘରେ ପୋଲିସର ଚଢ଼ାଉ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ବରେ ଅଛନ୍ତି ପ୍ରୀତିରଞ୍ଜନ। ନୂଆପଡ଼ା ଖରିଆର୍ ରୋଡ୍ ରେ ରହୁଥିବା ଘରେ ପୋଲିସର ଚଢ଼ାଉ କରୁଛି ପୁଲିସ। ଘରେ ପ୍ରୀତିରଞ୍ଜନ ନଥିବାରୁ ପୋଲିସ ଫେରି…

Nuapada By-Election: ନୂଆପଡ଼ା କଂଗ୍ରେସ କାର୍ଯ୍ୟାଳୟକୁ ଧସେଇ ପଶିଲା ପୋଲିସ

ନୂଆପଡ଼ା କଂଗ୍ରେସ କାର୍ଯ୍ୟାଳୟକୁ ଧସେଇ ପଶିଲା ପୋଲିସ। ମନରେଗା କାର୍ଯ୍ୟ ଓ ବିଜେପି ସରକାରଙ୍କ ଦାଦନ ଚାଲାଣରେ ଭୂମିକାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ହେଉଥିବା ବେଳେ କାର୍ଯ୍ୟାଳୟକୁ ଧସେଇ ପଶିଲା ନୂଆପଡା ପୋଲିସ । ଏହାପରେ ପୋଲିସ ଓ କଂଗ୍ରେସ…

BJD Starcampaigners: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି। ଗତକାଲି ବିଜେପି ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଥିବା ବେଳେ ଆଜି ବିଜେଡି ମଧ୍ୟ ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ନବୀନ…

Ghasiram Files Nomination: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ

ନୂଆପଡ଼ା ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଘାସିରାମ ମାଝୀ। ବରିଷ୍ଠ ଆଦିବାସୀ ନେତା ଘାସିରାମ ମାଝୀ ଆଜି ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ପିସିସି…

ନୂଆପଡ଼ା ଉପନିର୍ବାଚନ ପାଇଁ ସୃଷ୍ଟି ହେଲା ୫୬ଟି ନୂତନ ମତଦାନ କେନ୍ଦ୍ର

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ କେନ୍ଦ୍ର ସଂଖ୍ୟା ପ୍ରକାଶ ପାଇଛି । ୫୬ଟି ନୂଆ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡ଼ାରେ ମୋଟ ୫୬ଟି…

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା

ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ।ଅଗଷ୍ଟ ୨୧ ନାମାଙ୍କନ…