Tag: Cabinet Decisions

ରାଜ୍ୟ କ୍ୟାବିନେଟ୍‌ରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍‌ରେ ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଜୈବ ପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି ।…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର; ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୫ ପ୍ରସ୍ତାବକୁ ମୋହର ନେଇ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି । ମନୋଜ ଆହୁଜା କହିଛନ୍ତି ଯେ, ସରକାରୀ…

୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ…

୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର

ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନ୍ତୋଦୟ ଗୃହ ଯୋଜନାର ନିୟମକୁ କୋହଳ କରିବା ସହ ଆଗାମୀ ୩ବର୍ଷରେ ୨.୨୫ଲକ୍ଷ…

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ; ପ୍ରତି ପଞ୍ଚାୟତରେ ହେବ ଆଦର୍ଶ ବିଦ୍ୟାଳୟ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ସେହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜିର କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ…