Tag: cabinet meeting

Odisha Cabinet Approves 12 Proposals: ରାଜ୍ୟ କ୍ୟାବିନେଟରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ଅନୁମୋଦନ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି । କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଶା ୟୁନିଫର୍ମ୍ଡ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ୍ (ଚେୟରମ୍ୟାନ୍ ଓ ସଦସ୍ୟମାନଙ୍କ…

Odisha Cabinet Meeting: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ ।ଏଥିରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହିତ ମୋହର ବାଜିବ ବୋଲି ଜଣାପଡ଼ିଛି । ଶୀତକାଳୀନ…

ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି…

ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବାକୁ ମୋହନ ସରକାରଙ୍କ ପ୍ରୟାସ

ଗତକାଲି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା-୨୦୧୭ ଆଇନ ସଂଶୋଧନ ତଥା ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଓଡ଼ିଶାବାସୀଙ୍କ କଲ୍ଯାଣ ପାଇଁ ବିକଶିତ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରିବା ନିମନ୍ତେ ଲୋକଙ୍କ ସରକାର…

ପିଏମ୍‌ ଫସଲ ବୀମା ୨୦୨୫-୨୬ ପର୍ଯ୍ୟନ୍ତ ବୃଦ୍ଧି

ନୂଆ ବର୍ଷରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ଉପହାର।ପିଏମ୍‌ ଫସଲ ବୀମା ୨୦୨୫-୨୬ ପର୍ଯ୍ୟନ୍ତ ବୃଦ୍ଧି କଲେ କେନ୍ଦ୍ର ସରକାର। ଫସଲ ବୀମା ଯୋଜନାକୁ କୃଷକଙ୍କ ପାଇଁ ଅଧିକ ଆକର୍ଷକ କରିବା ସଂପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।…

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟ କ୍ୟାବିନେଟରେ ୬ଟି ବିଭାଗର ୭ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଥିବା ସୂଚନା…

ରାଜ୍ୟ ୟୁନିଫର୍ମ ସର୍ଭିସରେ ଅଗ୍ନିବୀରଙ୍କ ପାଇଁ ୧୦% ସ୍ଥାନ ସଂରକ୍ଷଣ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା। ବୈଠକ ଶେଷ ହୋଇଥିବା ବେଳେ କେତେକ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ସେଥିମଧ୍ୟରୁ ଅଗ୍ନିବୀରଙ୍କୁ ନେଇ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି। ଭାରତୀୟ ସଶସ୍ତ୍ର ବାହିନୀରେ କାର୍ଯ୍ୟକାଳ ପରେ…

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ । ଦିନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ବୈଠକ । ଏହା ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍ ବୈଠକ । ବୈଠକରେ କିଛି…

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର

ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ୫ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧି ନେଇ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିଲା। ଅଣକୁଶଳୀ ମଜୁରୀ ୩୫ରୁ…