Tag: Cabinet Reshuffle

Gujarat Cabinet Reshuffle: ଗୁଜରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ

ଆଜି ଗୁଜରାଟରେ ଏକ ବଡ଼ କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ନୂଆ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଉଛନ୍ତି ରାଜ୍ୟପାଳ ।ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ନୂତନ କ୍ୟାବିନେଟ୍ ର ଶପଥ ଗ୍ରହଣ ସମାରୋହ ଗାନ୍ଧୀନଗରର ମହାତ୍ମା ମନ୍ଦିରରେ ଅନୁଷ୍ଠିତ ହୋଇଛି। ହର୍ଷ ସାଂଘଭି…