ତାଜା ଖବର ରାଜ୍ୟ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ August 25, 2025 Papirani ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ,…