ରାଜ୍ୟ ହୀରାକୁଦ ଜଳଭଣ୍ଡାରରେ ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ October 3, 2025 Nirvay କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି । ପ୍ରାୟ ୭କୋଟି…