Tag: candidate name

ମହାରାଷ୍ଟ୍ର ନିର୍ବାଚନ: ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଆଜି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି । ମହାରାଷ୍ଟ୍ରରେ ନଭେମ୍ବର ୨୦ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…