ତାଜା ଖବର ରାଜ୍ୟ Cannabis Farming on Govt Land in Odisha: ସରକାରୀ ଜମିରେ ଗଞ୍ଜେଇ ଚାଷ କଲେ କଠୋର କାର୍ଯ୍ୟାନୁଷ୍ଠାନ: ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି August 14, 2026 Papirani ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷ ରୋକିବା ପାଇଁ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଶେଷ କରି ସରକାରୀ ଜମିରେ ଚାଲିଥିବା ବେଆଇନ ଗଞ୍ଜେଇ ଚାଷ ଉପରେ ରୋକ୍ ଲଗାଇବା ପାଇଁ ରାଜସ୍ୱ ସଚିବ ରାଜ୍ୟର ୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ,…