ତାଜା ଖବର ରାଜ୍ୟ ଆଜି ରାଜଧାନୀର ପ୍ରତିଷ୍ଠା ଦିବସ; ୭୭ ବର୍ଷରେ ପାଦ ଥାପିଲା ଭୁବନେଶ୍ବର April 13, 2025 Papirani ଆଜି ୭୭ ବର୍ଷରେ ପହଞ୍ଚିଛି ମନ୍ଦିର ମାଳିନୀ ସହର ଆମ ଭୁବନେଶ୍ବର। ୧୯୪୮ ମସିହା ଆଜିର ଦିନରେ ଓଡ଼ିଶାର ରାଜଧାନୀ କଟକରୁ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଥିଲା। ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହେରୁ ନୂଆ ରାଜଧାନୀ ଭୁବନେଶ୍ୱରର ଶିଳାନ୍ୟାସ କରିଥିଲେ। ରାଜଧାନୀ ଭୁବନେଶ୍ୱରର…