Tag: Capital Foundation Day

Bhubaneswar Foundation Day: ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ

ଆଜି ୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ। ଏଥିପାଇଁ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ଵର। ୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା। ଆଜିର ଦିନକୁ ପାଳନ କରିବାକୁ ସରକାରୀ କୋଠା ଠାରୁ ରାସ୍ତା ଘାଟ…