ତାଜା ଖବର ରାଜନୀତି ରାଜ୍ୟ ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ August 26, 2025 Papirani ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…