Tag: CBI

ସିବିଆଇ ଜାଲରେ ଇପିଏଫଓ ଅଧିକାରୀ

ସିବିଆଇ ଜାଲରେ ଇପିଏଫଓ କାର୍ଯ୍ୟାଳୟର ଅଧିକାରୀ । ଲାଞ୍ଚ ହେବା ବେଳେ ଧରାପଡିଲେ ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ଅଧିକାରୀ । ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ କାବୁ କଲା ସିବିଆଇ । ଲାଞ୍ଜିପଲ୍ଲୀ ସ୍ଥିତ ହୋଟେଲ୍‌କୁ ଡାକି…

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓଡ଼ିଶା ଶାଖାର ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଗିରଫ । କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ । ଆଜି ଚିନ୍ତନ ରଘୁବଂଶୀଙ୍କୁ କୋର୍ଟ ଚାଲାଣ କରିପାରେ ସିବିଆଇ । ଖଣି ମାମଲା ରଫାଦଫା କରିବାକୁ…

ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି ଡାଇରେକ୍ଟର

ଲାଞ୍ଚ ନେବାବେଳେ ସିବିଆଇ ହାତରେ ଧରାପଡ଼ିଲେ ଇଡି ଡେପୁଟି କଲେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଓଡ଼ିଶା ଶାଖା ସିବିଆଇ ହାତରେ ଧରାପଡ଼ିଲେ । ସୂଚନା ଅନୁଯାୟୀ ୨୦୧୩ ବ୍ୟାଚର IRS ଅଫିସର ଚିନ୍ତନ…

ସିବିଆଇ ଫାଶରେ ଜ୍ୟୋତି ବିହାର ପ୍ରଫେସର

ସମ୍ବଲପୁରରେ ସିବିଆଇ ସ୍କାନରରେ ନାକ୍ ଟିମ୍ ସଦସ୍ୟ।ନ୍ୟାସନାଲ ଆସେସ୍‌‌ମେଣ୍ଟ ଆଣ୍ଡ ଆକ୍ରିଡେସନ କାଉନସିଲ (ନାକ) ରେଟିଂ ଲାଞ୍ଚ ମାମଲାରେ ୧୦ଜଣ ଗିରଫ ହୋଇଛନ୍ତି। ଆନ୍ଧ୍ର ପ୍ରଦେଶର ଏକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବାକୁ ଲାଞ୍ଚ ଅଭିଯୋଗରେ ୧୦ଜଣଙ୍କୁ ଗିରଫ କରାଯାଇଥିବା ସୂଚନା। ୧୦ଜଣଙ୍କ…

ବିଷ୍ଣୁପଦ ମାମଲାରେ ସିବିଆଇକୁ ଯିବେ କି ସରକାର ?

ତିନି ‘ଏମ୍’ଙ୍କୁ ମିଳିଗଲା ଜାମିନ । ତିନି ଏମ୍ ହେଲେ -ମୁଖାର୍ଜୀ, ମହାପାତ୍ର ଏବଂ ମହାରଣା। ବ୍ରିଜ ଆଣ୍ଡ ରୂଫ କମ୍ପାନୀର ୧୦ଲକ୍ଷ ଟଙ୍କାର ଲାଞ୍ଚ ମାମଲାରେ ଏହି ତିନିଜଣଙ୍କୁ ଗିରଫ କରିଥିଲା ସିବିଆଇ। ରିମାଣ୍ଡରେ ନେଇଥିଲା । ଜେରା କଲା…

ଟେଣ୍ଡର ଫିକ୍ସିଂ ମାମଲା: ଦିଲ୍ଲୀରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କଂପାନୀ ଲାଞ୍ଚ ମାମଲାରେ ବଢୁଛି ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଦିଲ୍ଲୀରେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ସିବିଆଇକୁ ବିଷ୍ଣୁପଦ ଚିଠି…

ଟେଣ୍ଡର ଫକ୍ସିଂ ମାମଲା: ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ବରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ ଚଞ୍ଚଳ ମୁଖାର୍ଜୀ, ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା । ସ୍ପେଶାଲ ସିଜେଏମ ସିବିଆଇ କୋର୍ଟରେ ତିନି…

ସିବିଆଇର ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା

୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଆଜି ସିବିଆଇର ଅଫିସରେ ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା । ଅସୁସ୍ଥ ହେବାରୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଝାଡା,ବାନ୍ତିରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ…

ଚିଟ୍‌ଫଣ୍ଡ ‘ଅଫିସର’ଙ୍କୁ ସିବିଆଇ କେବେ କରିବ ଜେରା ?

ଚିଟ୍‌ଫଣ୍ଡ ଦୁର୍ନୀତିର ସିବିଆଇ ତଦନ୍ତ କେଉଁଠି ଅଛି, କେଉଁ ପର୍ଯ୍ୟାୟରେ ଅଛି, ଏକଥା ବ୍ରହ୍ମା ବିଷ୍ଣୁ ମହେଶ୍ଵର ବି କହିପାରିବେ ନାହିଁ । କିନ୍ତୁ କ‌ହିପାରିବେ ନରେନ୍ଦ୍ର ମୋଦୀ କିମ୍ବା ଅମିତ ଶାହା । ପୁରା ୧୦ ବର୍ଷ ଚାଲିଗଲା ଚିଟ୍‌ଫଣ୍ଡ…

୨ ଦିନ ପୂର୍ବରୁ ବିଷ୍ଣୁପଦ ଏବଂ ବ୍ରିଜ୍‌ ଆଣ୍ଡ ରୁଫ୍‌ ନିର୍ଦ୍ଦେଶକଙ୍କ ମଧ୍ୟରେ ହୋଇଥିଲା କି ଡିଲ୍?

ରାଷ୍ଟ୍ରାୟତ୍ତ କମ୍ପାନୀ ବ୍ରିଜ ଆଣ୍ଡ ରୁଫ୍‌ ଲିଙ୍କ୍‌ ନେଇ ସାମ୍ନାକୁ ଆସିଲା ବଡ଼ ଖବର । ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଲିଙ୍କ୍‌ ନେଇ ବଡ଼ ଖବର । ରେଡ୍‌ ହେବାର ୨ ଦିନ ପୂର୍ବରୁ ହୋଇଥିଲା କି ବଡ଼…