Tag: CBI

ସିବିଆଇ ସ୍କାନରରେ ସନ୍ଦୀପ ଘୋଷ

କୋଲକାତା ଆରଜି କର ମେଡିକାଲ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସେହି ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଏବେ ସିବିଆଇ ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର…

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବା ସିବିଆଇ 

କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ଶୁଣାଣି ସମୟରେ ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ଏହି ଘଟଣାର ତଦନ୍ତ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ତତ୍ତ୍ବାବଧାନରେ ସିବିଆଇ…

ଲାଞ୍ଚ ନେଇ ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର

ସରୁନି କୁବେର ସରକାରୀ ଅଧିକାରୀଙ୍କ ତାଲିକା। ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ପୁଣି ଲାଞ୍ଚ ନେଇ ଧରାପଡିଛନ୍ତି ଉଦଳା ପୋଷ୍ଟାଲ ଇନ୍ସପେକ୍ଟର। ସିବିଆଇ ଦ୍ୱାରା ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି। କୁଶଳଦା ପଥୁରୀକଟା ବିପିଏମ୍‌ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ…

ନିଟ ପେପର ଲିକ ମାମଲା: ଭୁବନେଶ୍ୱରରୁ ଜଣେ ଗିରଫ

ନିଟ ପେପର ଲିକ ମାମଲାରେ ଭୁବନେଶ୍ୱରରୁ ଜଣଙ୍କୁ ଗିରଫ କରିଛି ସିବିଆଇ । ସେ ହେଲେ ସୁଶାନ୍ତ କୁମାର (୩୪)। ନିଟ୍ ପେପର ବିତରଣରେ ସୁଶାନ୍ତଙ୍କ ହାତ ଥିବା ଅଭିଯୋଗ ହେଉଛି । ସୁଶାନ୍ତଙ୍କୁ ଭୁବନେଶ୍ବରରୁ ପାଟଣା ନିଆଯାଇଛି । ସୁଶାନ୍ତ…

କେଜରିଓ୍ବାଲଙ୍କୁ ୩ଦିନିଆ ରିମାଣ୍ଡ ନେବ ସିବିଆଇ

ଦିନକୁ ଦିନ ସମସ୍ୟା ଭିତରେ ପଶି ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏବେ ତାଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି ସିବିଆଇ । ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍‌ରିୱାଲଙ୍କ କୋର୍ଟରୁ ନ୍ୟାୟିକ…

ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ସିବିଆଇ

ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗତକାଲି ତିହାର ଜେଲରେ ଜେରା କଲା ପରେ ଆଜି ଗିରଫ କରିଛି ସିବିଆଇ। ବୁଧବାର ସୁପ୍ରିମକୋର୍ଟରେ କେଜରିୱାଲଙ୍କ ଜାମିନ ଶୁଣାଣି ହେବାର ଥିବା ବେଳେ ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ…