ତାଜା ଖବର ଦେଶ CBSE Exam: ଫେବ୍ରୁଆରୀ ୧୭ରୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା October 30, 2025 Papirani କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ପରୀକ୍ଷା ତାରିଖ ପ୍ରକାଶ ପାଇଛି।ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା । ଏ ନେଇ CBSE ପକ୍ଷରୁ ପ୍ରକାଶ ପାଇଲା…