ତାଜା ଖବର ଦେଶ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ September 25, 2025 Papirani କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷାର ସମ୍ଭାବ୍ୟ ତାରିଖ ଘୋଷଣା କରାଯାଇଛି। ୨୦୨୬ ଫେବୃଆରୀ ୧୭ରୁ ଏହି ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ ହେବ । ଏ ନେଇ ସୂଚନା ଦେଇଛନ୍ତି…