Tag: Central Cooperative Bank

୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି

ରାଜ୍ୟର ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି ହୋଇଛି । ୧୪୭ରୁ ମାତ୍ର ୧୪ କୋଟି ଆଦାୟ ହୋଇଥିବାବେଳେ ୫୨୧ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସୁନ୍ଦରଗଡ଼ରେ ୩୨ କୋଟି ୨୩ ଲକ୍ଷ, ସମ୍ବଲପୁରରେ ୩୦ କୋଟିର…