Tag: Central Deputation

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ୨ ଆଇପିଏସ୍‌ ଅଫିସର

କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ରବି କାନ୍ତ ଓ ମିତ୍ରଭାନୁ ମହାପାତ୍ର । ଗୃହ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ବିଏସଏଫ ଆଇଜି ଭାବେ ରବି କାନ୍ତ ଏବଂ ବିଏସଏଫ ଡିଆଇଜି…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ବୀର ବିକ୍ରମ ଯାଦବ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ।ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ ସେ ନିଯୁକ୍ତ ହୋଇଛନ୍ତି । ୧୯୯୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ବୀର ବିକ୍ରମ ଖାଦ୍ୟ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ନିକୁଞ୍ଜ ଧଳ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଟ ଆଇଏଏସ୍ ନିକୁଞ୍ଜ ଧଳ । କିଛିଦିନ ମଧ୍ୟରେ ପ୍ରକାଶ ପାଇପାରେ ବିଜ୍ଞପ୍ତି । ୧୯୯୩ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିକୁଞ୍ଜ ଧଳଙ୍କୁ ମାର୍ଚ୍ଚ ୨୦୨୩ରେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଭାବରେ…

କେନ୍ଦ୍ରକୁ ଯିବେ ଆଇପିଏସ୍‌ ଅନୁପମା ଜେମସ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଭିଜିଲାନ୍ସ ଆଇପିଏସ୍‌ ଅନୁପମା ଜେମସ । ୨୦୧୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ଅନୁପମା ଜେମସ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ଜାତୀୟ ତଦନ୍ତକାରୀ ସଂସ୍ଥା ବା ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି (ଏନଆଇଏ) ର ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୁଲିସ…