Tag: Central Govt

Commercial LPG Allocation: ବାଣିଜ୍ୟିକ ଏଲ୍‌ପିଜି ବଣ୍ଟନ ୭୦%କୁ ବୃଦ୍ଧି ପ୍ରସ୍ତାବ

କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ବାଣିଜ୍ୟିକ ଓ ଶିଳ୍ପ କ୍ଷେତ୍ରରେ ବ୍ୟବହୃତ ନନ୍-ଡୋମେଷ୍ଟିକ ଏଲ୍‌ପିଜି ବଣ୍ଟନ ବୃଦ୍ଧି ପାଇଁ ନୂତନ ପ୍ରସ୍ତାବ ଜାରି କରାଯାଇଛି। ସଚିବ ଡା. ନୀରଜ ମିତ୍ତଲଙ୍କ ଦ୍ୱାରା ସମସ୍ତ ରାଜ୍ୟ ଓ…

କପା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼ କଲେ କେନ୍ଦ୍ର ସରକାର

କଞ୍ଚା କପା ଆମଦାନୀ ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । କପା ଆମଦାନୀ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ ଘୋଷଣା କଲେ ସରକାର । ଏହା ସହ କୃଷି ଭିତ୍ତିଭୂମି ଏବଂ ବିକାଶ ସେସ୍ (AIDC) ବି ସମ୍ପୂର୍ଣ୍ଣ…

ପହଲଗାମ୍ ଆତଙ୍କୀଙ୍କୁ ‘ଯୋଦ୍ଧା’ ବୋଲି ଦର୍ଶାଇଛି ବିବିସି; ଚେତାବନୀ ଦେଲେ ସରକାର

ପହଲଗାମ୍ ଆତଙ୍କୀ ଆକ୍ରମଣ ଖବର ପ୍ରସାରଣ ନେଇ ବିବିସ ନ୍ୟୁଜ୍ ଚ୍ୟାନେଲକୁ ନୋଟିସ୍ । ପହଲଗାମରେ ପର୍ଯ୍ୟଟକଙ୍କ ଜୀବନ ନେଇଥିବା ଆତଙ୍କବାଦୀଙ୍କୁ ଯୋଦ୍ଧା କହିଥିବା ବିଶ୍ୱର ପ୍ରତିଷ୍ଠିତ ନ୍ୟୁଜ୍ ଚ୍ୟାନେଲ୍ ବିବିସକୁ ତାଗିଦ କରିଛନ୍ତି କେନ୍ଦ୍ର ସରକାର । ଏ ନେଇ…

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଚଳିତ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏକ୍ସ ଯୋଗେ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ…

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେଲେ ଫେଲ୍‌; ନୋ ଡିଟେନ୍ସନ ପଲିସି ରଦ୍ଦ କଲା କେନ୍ଦ୍ର

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌ ହେବେନି କଟକଣା ହଟିଲା । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇ ‘ନୋ ଡିଟେନ୍ସନ ପଲିସି’ ରଦ୍ଦ କରିଦେଇଛି ।ଏନେଇ ସୂଚନା ଦେଲେ କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ…

ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ଆରଏସଏସ କର୍ମଚାରୀ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ)ର କାର୍ଯ୍ୟକଳାପରେ ଅଂଶଗ୍ରହଣ କରୁଥିବା ସରକାରୀ କର୍ମଚାରୀଙ୍କ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛି । ଏଣିକି ଆରଏସଏସ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀ ସାମିଲ ହେବେ। ୫୮…