ତାଜା ଖବର ଦେଶ ରାଜ୍ୟ ବଢ଼ିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା March 28, 2025 Papirani କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ସହିତ ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ଓ ପେନସନଧାରୀଙ୍କ ଡିଏ ଓ ଡିଆର ୫୩ ପ୍ରତିଶତ…