ତାଜା ଖବର ରାଜ୍ୟ ମେଡିକାଲ ପ୍ରବେଶିକାରେ ଉତ୍ତୀର୍ଣ୍ଣ ହୋଇଥିବା ଚମ୍ପା ରାସ୍ପେଦାଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ August 26, 2025 Papirani ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମାଲକାନଗିରି ଦିଦାୟୀ ସମ୍ପ୍ରଦାୟର କୁମାରୀ ଚମ୍ପା ରାସ୍ପେଦାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କୁମାରୀ ଚମ୍ପାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…