ତାଜା ଖବର ରାଜ୍ୟ Chandabali Rape Case: ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣା; ପୀଡ଼ିତାଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ December 24, 2025 Papirani ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ପାଇଁ ରାଜ୍ୟ ସରକାର ବୁଧବାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୀଡ଼ିତାଙ୍କୁ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କରିବା ସହିତ…