ରାଜନୀତି ରାଜ୍ୟ Chandabali Shame: ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ ବୋଲି କଂଗ୍ରେସ ପ୍ରଶ୍ନ କରିଛି December 24, 2025 Nirvay ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ ହୋଇଥିଲା । ବିଜେପି ସଭାପତି ମନ ମୋହନ ସାମଲ ନିଜ ନିର୍ବାଚନ ମଣ୍ଡଳୀରେ ଘଟିଥିବା ଦୁଷ୍କର୍ମ ଘଟଣାକୁ ନେଇ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ…