ତାଜା ଖବର ରାଜ୍ୟ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ହେଲେ ଚନ୍ଦ୍ରଶେଖର ହୋତା February 25, 2025 Papirani ବରିଷ୍ଠ ଓପିଏସ୍ ଅଧିକାରୀ ତଥା ସାହିତ୍ୟିକ ଡ. ଚନ୍ଦ୍ରଶେଖର ହୋତାଙ୍କୁ ମିଳିଲା ନୂଆ ଦାୟିତ୍ଵ। ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ହେଲେ ଚନ୍ଦ୍ରଶେଖର ହୋତା । ପୁଲିସ ଚାକିରି କରୁଥିବା ଚନ୍ଦ୍ରଶେଖର ହୋତା ଜଣେ ଉଚ୍ଚକୋଟିର ଲେଖକ । ତାଙ୍କୁ…