Tag: Change

ବଦଳିଲା ମୋ ସ୍କୁଲ ଅଭିଯାନ ନାଁ

ବଦଳିଲା ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ । ପୁରତାନ ଛାତ୍ରଛାତ୍ରୀ ସେମାନେ ପଢ଼ିଥିବା ବିଦ୍ୟାଳୟ ସହ ସମ୍ପୃକ୍ତି କରି ରାଜ୍ୟରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ବିକାଶ କରିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନଭେମ୍ବର ୧୪,…