Tag: Chattarpur

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ । ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା । ଏକକାଳୀନ ୬ଟି ସ୍ଥାନ…