ତାଜା ଖବର ରାଜ୍ୟ Illegal Paddy Movement: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ହେବ ଚେକ୍ ପୋଷ୍ଟ December 19, 2025 Papirani ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ହେବ ଚେକ୍ ପୋଷ୍ଟ । ଚେକ୍ ପୋଷ୍ଟ ଲଗାଇବାକୁ ଏସ୍ପିଙ୍କୁ ଚିଠି ଲେଖିଲେ ଜିଲ୍ଲାପାଳ । ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ କରାଗଲା ସିଲ୍ । ବର୍ତ୍ତମାନ ୨୦୨୫-୨୬ ବର୍ଷ ଖରିଫ ଧାନ…