Tag: Chhatisgarh

Mahanadi River Water Dispute: ମହାନଦୀ ଜଳ ବିବାଦ: ଅକ୍ଟୋବର ୧ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ 

ଦୀର୍ଘଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସ୍ଥାୟୀ ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ଘଟିଛି। ଆସନ୍ତା ଅକ୍ଟୋବର ୧ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବାକୁ ଯାଉଛି । ଏ ନେଇ…

Mahanadi Water Dispute: ଦୀପାବଳି ସୁଦ୍ଧା ସମାଧାନ ହେବ ମହାନଦୀ ଜଳ ବିବାଦ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମହାନଦୀ ଜଳବଣ୍ଟନ ଓ ପରିଚାଳନାକୁ ନେଇ ନୂଆଦିଲ୍ଲୀଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଜଳ…

Anti-Maoist Operation: ଛତିଶଗଡ଼ ବିଜାପୁରରେ ଏନକାଉଣ୍ଟର; ୬ ମାଓବାଦୀ ନିପାତ

ଛତିଶଗଡ଼ ବିଜାପୁରରେ ସୁରକ୍ଷା କର୍ମୀଙ୍କ ବଡ଼ ସଫଳତା । ପୁଲିସ୍‌ ଏବଂ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି। ମୃତ ନକ୍ସଲଙ୍କ ମଧ୍ୟରେ ୪ ଜଣ ମହିଳା ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…

Maoist: ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୧ କ୍ୟାଡର୍‌ ମାଓବାଦୀ

ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୧ କ୍ୟାଡର୍‌ ମାଓବାଦୀ । କାଙ୍କେର ଜିଲ୍ଲାରେ ୨୧ କ୍ୟାଡର୍‌ ୧୩ ମହିଳାଙ୍କ ସହ ୮ ପୁରୁଷ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି। ସେମାନେ ହିଂସାର ପଥ ପରିତ୍ୟାଗ କରି ଆତ୍ମସମର୍ପଣ କରିଛନ୍ତି। ସେମାନେ ପ୍ରଶାସନକୁ ୧୮ଟି ଅସ୍ତ୍ରଶସ୍ତ୍ର…

ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ମୃତ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ମୃତ । ଛତିଶଗଡ଼ କାଙ୍କେରରେ ଯବାନ-ମାଓବାଦୀ ଗୁଳି ବିନିମୟ। କାଙ୍କେର ଜଙ୍ଗଲରେ ୨ ମାଓବାଦୀଙ୍କ ମୃତ୍ୟୁ ସୂଚନା । ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି…

ଆତ୍ମସମର୍ପଣ କଲେ ୨୨ ମାଓବାଦୀ

୨୦୨୬ ମାର୍ଚ୍ଚ ମାସ ସୁଦ୍ଧା ଦେଶକୁ ମାଓ ମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବା ବେଳେ ଆଜି ୨୨ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ ସୁକମାରେ ଆତ୍ମସମର୍ପଣ କରିଛନ୍ତି ୨୨ ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୯…

ଛତିଶଗଡ଼ରେ ଏନ୍‌କାଉଣ୍ଟର: ଜଣେ ମହିଳା ନକ୍ସଲ ମୃତ ଦେହ ଉଦ୍ଧାର; ମୁଣ୍ଡ ପାଇଁ ଥିଲା ୨୫ ଲକ୍ଷ ଟଙ୍କା

ଛତିଶଗଡ଼ ଦନ୍ତେୱାଡାରେ ବଡ଼ ଧରଣର ଏନ୍‌କାଉଣ୍ଟର । ବିଜାପୁରରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଗୁଳି ବିନିମୟରେ ଜଣେ ମହିଳା ମାଓବାଦୀଙ୍କ ମୃତ ଦେହ ଉଭୟ କରାଯାଇଥିବା ବେଳେ ଏକାଧିକ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଇଛି ।…

ଛତିଶଗଡ଼ରେ ପୋଲିସ-ମାଓ ଗୁଳିବିନିମୟ; ୩ ମାଓବାଦୀ ନିହତ

ଛତିଶଗଡ଼ରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର । ଦନ୍ତେୱାଡ଼ା ଓ ବିଜାପୁର ଜିଲ୍ଳା ସୀମାନ୍ତରେ ଏନ୍‌କାଉଣ୍ଟର ହୋଇଛି । ପୋଲିସ ଏନ୍‌କାଉଣ୍ଟରରେ ୩ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି । ଏହା ସହ ବନ୍ଧୁକ ସହ ବିପୁଳ ପରିମାଣର…

ଛତିଶଗଡ଼ରେ ୨୨ ମାଓବାଦୀ ନିହତ

ଛତିଶଗଡ଼ର ବିଜାପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମା ସୁରକ୍ଷାବାହିନୀ ଓ ଲାଲବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ । ଛତିଶଗଡ଼ର ୨ଟି ଅପରେସନରେ ୨୨ ମାଓବାଦୀ ନିହତ ହୋଇଛନ୍ତି । ବିଜାପୁରରେ ମାଓ ଅପରେସନରେ ୧୮ ନିହତ ହୋଇଥିବା ବେଳେ କାଙ୍କେର ଜିଲ୍ଲାରେ…

ଛତିଶଗଡରେ ବଡ଼ ଏନକାଉଣ୍ଟର: ୨ ଯବାନ ସହିଦ ହୋଇଥିବା ବେଳେ ୩୧ ମାଓବାଦୀ ନିହତ

ନକ୍ସଲମୁକ୍ତ ଭାରତ ଗଠନରେ ଯବାନକୁ ମିଳିଛି ବଡ ସଫଳତା । ଛତିଶଗଡ଼ର ବିଜାପୁର ଏବଂ ନାରାୟଣପୁର ସଂଲଗ୍ନ ମହାରାଷ୍ଟ୍ର ସୀମାନ୍ତ ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ମିଳିଛି ବଡ଼ ସଫଳତା…