ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ; ବର୍ତ୍ତମାନ ସୁଦ୍ଧା ୨କୋଟି ନଗତ ଟଙ୍କା ଜବତ May 30, 2025 Papirani ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ। ଅନୁଗୋଳ, ଢେ଼ଙ୍କାନାଳ, କଟକ…