Tag: Chief minister

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ସଂଧ୍ୟାରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଳୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଙ୍ଗରେ ଅଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେଭି ସିଂଦେଓ । ବିଜେପି…

ଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ

୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା…

ବରଗଡରେ ବଜ୍ରପାତ ଯୋଗୁ ୩ ମୃତ ଘଟଣାରେ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବରଗଡରେ ବଜ୍ରପାତ ଯୋଗୁ ୩ ମୃତ ଘଟଣାରେ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର ।ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି…

ବନ୍ୟା ପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ମୌସୁମୀ ବର୍ଷା ନଜରରେ ରଖି ବନ୍ୟା ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ଜଳସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ବଳ ନଦୀ…

କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…

ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ତା.୧୯/୦୬: ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର…

ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…