ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି June 19, 2024 Papirani ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି June 17, 2024 Papirani କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।
ତାଜା ଖବର ରାଜ୍ୟ ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ June 17, 2024 Papirani ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ June 17, 2024 Papirani କାଲି ଜାରି ହେବ ପିଏମ୍ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵର ବିଭାଗ June 15, 2024 Papirani ଆଜି ରାଜ୍ୟରେ ମନ୍ତ୍ରୀମାନଙ୍କୁ ବଣ୍ଟନ କରାଯାଇଛି ନିଜ ନିଜ ବିଭାଗର ଦାୟିତ୍ଵ। ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଆଇନ ସୁରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କଲେ ମୁଖ୍ୟମନ୍ତ୍ରୀ June 15, 2024 Papirani ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ରାଜ୍ୟ ଅତିଥ୍ ଭବନରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ସାମିଲ ଥିଲେ।…
ତାଜା ଖବର ରାଜନୀତି ରାଜ୍ୟ ଜାଣନ୍ତୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରକୃତ ସୋସିଆଲ ମିଡିଆ ଆକାଉଣ୍ଟ କଣ June 13, 2024 Papirani ମାଳମାଳ ଫେକ୍ ଆଇଡି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଥିବା ବେଳେ କେଉଁଟା ସଠିକ୍ ସୋସିଆଲ ମିଡିଆ ଆଇଡି ଏକ୍ସ, ଫେସବୁକ୍, ଇନଷ୍ଟାଗ୍ରାମରେ ମଧ୍ୟରେ ରହିଛି ତାକୁ ନେଇ ଦ୍ୱନ୍ଦ୍ୱ ଉଠିଥିଲା। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପରେ ଅଧିକାଂଶ…
ତାଜା ଖବର ରାଜନୀତି ରାଜ୍ୟ ଅତିଥି ଭବନକୁ ଅଧିକାରୀଙ୍କୁ ଡାକରା ଦେଲେ ମୁଖ୍ୟମନ୍ତ୍ରୀ June 13, 2024 Papirani ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ଅତିଥି ଭବନର ପ୍ରଥମ ମହଲା ଏବେ ସିଏମ୍ଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପରେ ଆଜି ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ, ଖୋଲିଲା ଶ୍ରୀ ମନ୍ଦିରର ଚାରି ଦ୍ଵାର June 13, 2024 Papirani ରାଜ୍ୟ କ୍ୟାବିନେଟର ହୋଇଛି ପ୍ରଥମ ନିଷ୍ପତ୍ତି ପାଳିତ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ…
ତାଜା ଖବର ରାଜନୀତି ରାଜ୍ୟ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର June 13, 2024 Papirani ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି…