ତାଜା ଖବର ରାଜନୀତି ରାଜ୍ୟ ଜୁନ୍ ୩୦ ଯାଏଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ June 11, 2024 Papirani ନୂଆ ସରକାରଙ୍କ ଶପଥ ସମାରୋହ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶାନାମା । ନିର୍ଦ୍ଦେଶ ଅନୁସାରେ ଜୁନ୍ ୩୦ ଯାଏଁ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ । ସରକାରୀ ଛୁଟି ଦିନରେ ବି ଉପସ୍ଥିତ ରହିବେ ଅଧିକାରୀ । ସରକାରୀ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସଜେଇ ହୋଇଛି ଜନତା ମଇଦାନ June 11, 2024 Papirani ଭୁବନେଶ୍ବର(ନିର୍ଭୟ ମିଡିଆ): ବହୁ ବର୍ଷର ସେହି ପ୍ରତୀକ୍ଷିତ ମୂହୁର୍ତ୍ତ ଉପନୀତ ହୋଇଛି । ଆସନ୍ତା କାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଥିଲା ବେଳେ ଶପଥ ସମାରୋହ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ପୂର୍ବରୁ ଜାରିହେଲା ଟ୍ରାଫିକ୍ ଗାଇଡ୍ଲାଇନ୍ June 11, 2024 Papirani ଜୁନ୍ ୧୨ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏହି ଦିନ ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ June 11, 2024 Papirani ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ହେବ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ June 10, 2024 Papirani ରାଜ୍ୟର ୨୫ବର୍ଷର କଳା ଶାସନର ଅନ୍ତ ଘଟାଇ ପ୍ରଥମ କରି ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଓଡ଼ିଶାରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାରୀ,…
ତାଜା ଖବର ରାଜନୀତି ରାଜ୍ୟ ୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ June 10, 2024 Papirani ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ June 10, 2024 Papirani ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ June 10, 2024 Papirani ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ June 8, 2024 Papirani ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…