Tag: Chief Minister’s Address

Independence Day 2026: ସ୍ୱାଧୀନତା ଦିବସ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଅଶିତମ ସ୍ଵାଧୀନତା ଦିବସ ଅବସରରେ ରାଜ୍ୟବାସୀ ତଥା ଦେଶ ଓ ବିଦେଶରେ ବସବାସ କରୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ସ୍ଵାଧୀନ ଭାରତର ଗୌରବମୟ ଯାତ୍ରାରେ, ଆଜି ଆଉ ଏକ ସ୍ଵର୍ଣ୍ଣିମ…