Tag: Chief Secretary

ଡେଙ୍ଗୁ ଆତଙ୍କ: ପ୍ରତିକାର ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ରାଜ୍ୟରେ ଡରାଇଲାଣି ଡେଙ୍ଗୁ ଆତଙ୍କ। ବଢୁଛି ସଂକ୍ରମଣ। ତେଣୁ ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଫିଲ୍ଡ ଷ୍ଟାଫ୍‌ଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଦାୟିତ୍ୱ ନେବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ…