ତାଜା ଖବର ରାଜ୍ୟ IAS Promotion: ୩ ବରିଷ୍ଠ ଆଇଏଏସଙ୍କୁ ମିଳିଲା ପ୍ରମୁଖ ସଚିବ ପାହ୍ୟା ପଦୋନ୍ନତି December 31, 2025 Papirani ୩ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଛି । ସିଇଓ ଥିବା ଆଇଏଏସ ଆର.ସନ୍ଥଗୋପାଳନଙ୍କୁ ପ୍ରମୁଖ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଛି । ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବା ଦୁଇ ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଏବଂ…