Tag: Chief secretary of odisha

ଆଇଏଏସ୍‌ ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଆଇଏଏସ୍‌ ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ…