ତାଜା ଖବର ରାଜ୍ୟ Chief Secretary Odisha: ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ; ଅପରାହ୍ନରେ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ December 31, 2025 Papirani ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ଵରେ ରହିଛନ୍ତି ମନୋଜ ଆହୁଜା । ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୂଜା ଅବସର ଗ୍ରହଣ କରିବେ । ସେଥିପାଇଁ ତାଙ୍କୁ…