ତାଜା ଖବର ଦେଶ ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣା; ଆଜି ଅପରାହ୍ଣ ୪ଟାରେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଜରୁରୀ ବୈଠକ October 5, 2025 Papirani ଦେଶରେ କଫ୍ ସିରପ୍ ଯୋଗୁଁ ଶିଶୁ ମୃତ୍ୟୁ ଘଟଣାକୁ ନେଇ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ଆଜି ଅପରାହ୍ନ ୪ଟାରେ ସବୁ ରାଜ୍ୟର ସ୍ବାସ୍ଥ୍ୟ ସଚିବ ଓ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ କେନ୍ଦ୍ର…