Tag: CHSE Odisha

Plus Two Result 2026: ୨୦ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଉଚ୍ଚ ମାଧ୍ୟମିକ ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ଥର ଫେବୃୟାରୀ…