Tag: CHSE

Single Board For Class 10 And 12 In Odisha: ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଏବେ ହେବ ଗୋଟିଏ ବୋର୍ଡ: ସ୍କୁଲ ଓ ଗଣଶିକ୍ଷା ସଚିବ

ଓଡ଼ିଶାର ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ଧରଣର ସୁଧାର ଆଣିବାକୁ ରାଜ୍ୟ ସରକାର ଯୋଜନା କରୁଛନ୍ତି।ରାଜ୍ୟରେ ଏବେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପରିଚାଳନା ପାଇଁ ଆଉ ଅଲଗା ଅଲଗା ସଂସ୍ଥା ରହିବେ ନାହିଁ। ମାଧ୍ୟମିକ ଶିକ୍ଷା ପରିଷଦ…

New Rules for Plus II Exams: ଯୁକ୍ତ ୨ ପରୀକ୍ଷାକୁ ନେଇ ନୂଆ ନିଷ୍ପତ୍ତି, ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପକ୍ଷରୁ ନୂଆ ନିୟମ ଜାରି କରାଯାଇଛି । ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀମାନେ ମଧ୍ୟ ଇଣ୍ଟରନାଲ ପରୀକ୍ଷା ଦେବେ । ଏନେଇ CHSE ସିଲାବସ୍‌ କମିଟି ବୈଠକରେ ନୂଆ…

+2  Rechecking Deadline Extended: ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ୨ ରିଚେକିଂ ଆବେଦନ ଅବଧି

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଓଡ଼ିଶା +୨ ପୁନଃଯାଞ୍ଚ ଆବେଦନର ଶେଷ ତାରିଖ ଜୁଲାଇ ୪ ପର୍ଯ୍ୟନ୍ତ ବୃଦ୍ଧି କରିଛି। ପୂର୍ବରୁ ଆବେଦନ ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁଥିବା ବେଳେ ଏହାକୁ ଜୁଲାଇ ୪କୁ ବୃଦ୍ଧି ପାଇଛି।

Improvement Exam: ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ସେ କହିଛନ୍ତି ଜୁଲାଇ ପ୍ରଥମ ସପ୍ତାହରେ ହେବ ଇମ୍ପ୍ରୁଭମେଣ୍ଟ ପରୀକ୍ଷା…

Plus Two Exams Begin: ଆଜି ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା । ଚଳିତ ବର୍ଷ ରାଜ୍ୟରେ ୪ ଲକ୍ଷ ୧ ହଜାର ୬୨୩ ପରୀକ୍ଷାର୍ଥୀ ପ୍ଲସ୍ ଟୁ ପରୀକ୍ଷା ଦେବାକୁ ଯାଉଛନ୍ତି । ଯୁକ୍ତ ଦୁଇ ପରୀକ୍ଷା ଆସନ୍ତା ମାର୍ଚ୍ଚ ୨୮ ଯାଏଁ…

Plus Two Exam: ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ ହୋଇଛି । ମାର୍ଚ୍ଚ ୧୧ ତାରିଖରେ ଓଡିଆକୁ ଛାଡି ଅନ୍ୟ ସମସ୍ତ…

Plus Two Exams: ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ

ଆଜି ଘୋଷଣା ହେବ +୨ ପରୀକ୍ଷା ତାରିଖ । କେଉଁ ଦିନ କେଉଁ ପରୀକ୍ଷା ହେବ ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯିବ। ଆସନ୍ତା ୨୨ ତାରିଖରୁ ୩୧ ତାରିଖ ସୁଦ୍ଧା ସରିବ ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା…

Plus Two Form Fillup: ବାତ୍ୟା ‘ମୋନ୍ଥା’ ପାଇଁ ବୃଦ୍ଧି ହେଲା ଯୁକ୍ତ ୨ ଫର୍ମ ପୂରଣ ଅବଧି

ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି । ନଭେମ୍ୱର ୩ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି ହୋଇଛି । ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ…

+2 Exam: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହୋଇପାରେ କଳା, ବିଜ୍ଞାନ, ବାଣିଜ୍ୟ ସମେତ ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତରେ ପରୀକ୍ଷା । ଏନେଇ ଆଜି ସୂଚନା…