Tag: Clean Coastal Cities

Swachh Survekshan Awards 2025–26: ସ୍ୱଚ୍ଛ ଉପକୂଳ ସହର ବର୍ଗରେ ପୁରୀକୁ ପ୍ରଥମ ସ୍ଥାନ, ରାଜ୍ୟର ପ୍ରଥମ ସ୍ୱଚ୍ଛ ସହର ଭାବେ ଭୁବନେଶ୍ୱରକୁ ମାନ୍ୟତା

ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୁସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ଜାତୀୟ ସ୍ତରରେ ସ୍ୱୀକୃତି ମିଳିଛି । ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫–୨୬ରେ ଓଡ଼ିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆଜି ନୂଆଦିଲ୍ଲୀର ବିଜ୍ଞାନ…