Tag: cloudburst

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ; ୪ ମୃତ

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ । ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି। ଏହା ସହ ଜମ୍ମୁ-ପଠାନକୋଟ ଏନ୍‌ଏଚ୍ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଘର ପୋତି ହୋଇଯାଇଥିବା ଅନୁମାନ କରାଯାଉଛି ।…

ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା; ୩୩କୁ ବୃଦ୍ଧି ହେଲା ମୃତକଙ୍କ ସଂଖ୍ୟା

ଜମ୍ମୁ-କାଶ୍ମୀର କିସ୍ତୱାର ଜିଲ୍ଲାର ଚାସୋତିରେ ବାଦଲଫଟା ବର୍ଷାରେ ମୃତକଙ୍କ ସଂଖ୍ୟା ୩୩କୁ ବୃଦ୍ଧି । ଏହି ବାଦଲଫଟା ବର୍ଷାରେ ଏ ପର୍ଯ୍ୟନ୍ତ ୯୮ ଉଦ୍ଧାରଙ୍କ ମଧ୍ୟରୁ ୨୮ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଥିବା । ଫସିଥିବା ଲୋକଙ୍କୁ ଉଦ୍ଧାର ପାଇଁ NDRF…