ତାଜା ଖବର ରାଜ୍ୟ CM Kisan Assistance: ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା April 20, 2026 Papirani ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଭେଟି । ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ସହାୟତା । ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ମିଳିଲା ସହାୟତା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପବିତ୍ର ଅକ୍ଷୟ ତୃତୀୟାରେ ୪୧.୬୮ ଲକ୍ଷ ଚାଷୀଙ୍କ ବ୍ୟାଙ୍କ…